Wednesday , December 1 2021
Breaking News
Home / ବିଶେଷ / ସୁର ଭାଇ କରୋନା ସଂଙ୍କ୍ରମିତ

ସୁର ଭାଇ କରୋନା ସଂଙ୍କ୍ରମିତ

ଭୁବନେଶ୍ୱର ,୧୭/୧୧/୨୦୨୧(ଓଡ଼ିଶା ସମାଚାର)- ଜଟଣୀ ବିଧାୟକ ସୁରେଶ ରାଉତରାୟ କରୋନା ସଂକ୍ରମିତ ହୋଇଛନ୍ତି । ସୁରଭାଇ ଙ୍କ ପତ୍ନୀ ମଧ୍ୟ କରୋନା ସଂକ୍ରମିତ । ଉଭୟ ସଙ୍ଗରୋଧରେ ଅଛନ୍ତି । ଉଭୟଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି । ଓଡ଼ିଶା ସମାଚାର

About admin

Check Also

ସଚ୍ଚିଦାନନ୍ଦ ମହାନ୍ତି ଓ ପ୍ରଫେସର ନାରାୟଣ ଜେନାଙ୍କ ବିୟୋଗରେ ସାହିତ୍ୟ ସଂସଦର ଶୋକସଭା

କେନ୍ଦ୍ରାପଡ଼ା, ୩୦/୧୧/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଆନୁକୂଲ୍ୟରେ ବରିଷ୍ଠ ଆଇନଜୀବୀ ସଚ୍ଚିଦାନନ୍ଦ ମହାନ୍ତି ଓ ପ୍ରଫେସର ନାରାୟଣ …

Leave a Reply

Your email address will not be published. Required fields are marked *