Saturday , June 3 2023
Breaking News
Home / ବିଶେଷ / ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ

ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ

ଭୁବନେଶ୍ୱର,୧୧/୧୨/୨୦୨୧ (ଓଡ଼ିଶା ସମାଚାର)- ପୂର୍ବତନ ମନ୍ତ୍ରୀ ତଥା ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ । ଛାତିରେ ସମସ୍ୟା ଯୋଗୁଁ ଅସୁସ୍ଥ ହୋଇପଡ଼ିଥିବା ବିଧାୟକ ଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।  ଆଜି ଅପରାହ୍ନରେ ଏୟାରଲିଫ୍ଟ କରାଯାଇ ହାଇଦ୍ରାବାଦ ସ୍ଥାନାନ୍ତରିତ କରାଯାଇଥିବା  ନେଇ ସୂଚନା ମିଳିଛି । ଓଡ଼ିଶା ସମାଚାର

Leave a Reply

Your email address will not be published.