Tuesday , August 9 2022
Breaking News
Home / ବିଶେଷ / ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ

ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ

ଭୁବନେଶ୍ୱର,୧୧/୧୨/୨୦୨୧ (ଓଡ଼ିଶା ସମାଚାର)- ପୂର୍ବତନ ମନ୍ତ୍ରୀ ତଥା ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ । ଛାତିରେ ସମସ୍ୟା ଯୋଗୁଁ ଅସୁସ୍ଥ ହୋଇପଡ଼ିଥିବା ବିଧାୟକ ଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।  ଆଜି ଅପରାହ୍ନରେ ଏୟାରଲିଫ୍ଟ କରାଯାଇ ହାଇଦ୍ରାବାଦ ସ୍ଥାନାନ୍ତରିତ କରାଯାଇଥିବା  ନେଇ ସୂଚନା ମିଳିଛି । ଓଡ଼ିଶା ସମାଚାର

About admin

Check Also

କିଏ କେଉଁଠି ପତାକା ଉତୋଳନ କରିବେ

ଭୁବନେଶ୍ୱର,୦୮/୦୮/୨୦୨୨(ଓଡ଼ିଶା ସମାଚାର)- ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ବାଧୀନତା ଦିବସ ରେ ରାଜ୍ୟସ୍ତରୀୟ ପରେଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ …

Leave a Reply

Your email address will not be published.