Saturday , August 13 2022
Breaking News
Home / ସ୍ୱାସ୍ଥ୍ୟ / ଓଡ଼ିଶା ରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ – ଓମିକ୍ରନ୍ ଆକ୍ରାନ୍ତ ଙ୍କ ସଂଖ୍ୟା ୯ କୁ ବୃଦ୍ଧି

ଓଡ଼ିଶା ରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ – ଓମିକ୍ରନ୍ ଆକ୍ରାନ୍ତ ଙ୍କ ସଂଖ୍ୟା ୯ କୁ ବୃଦ୍ଧି

ଭୁବନେଶ୍ୱର ,୨୯/୧୨/୨୦୨୧ (ଓଡ଼ିଶା ସମାଚାର)- ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯ କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ଓମିକ୍ରନ ଆକ୍ରାନ୍ତ ଜଣକ ୟୁଏଇରୁ ଫେରିଥିବା ଜଣେ ୩୧ ବର୍ଷ ବୟସ୍କ କେନ୍ଦୁଝର ଜିଲାର ପୁରୁଷ ଲୋକ ବୋଲି ଜଣାପଡିଛି । ତେବେ ଆଜି ପର୍ଯ୍ୟନ୍ତ ଯେଉଁ ୯ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ସମସ୍ତେ ବିଦେଶ ଫେରନ୍ତା । ଆହୁରୀ କେତେଜଣଙ୍କର ପରୀକ୍ଷା ପାଇଁ ଯାଇଛି । ଓଡ଼ିଶା ସମାଚାର

 

About admin

Check Also

ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ ଖାଇବାକୁ ଦିଆଯିବ

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ରକ୍ତହୀନତା ଓ ଅପପୁଷ୍ଟି ଦୂର କରିବା ଆଭିମୁଖ୍ୟ ରଖି ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ …

Leave a Reply

Your email address will not be published.