Sunday , May 22 2022
Breaking News
Home / ସ୍ୱାସ୍ଥ୍ୟ / ଲମ୍ବଡ଼ିଆଁ ମାରିଲା ଓମିକ୍ରନ୍ , ଆଉ ୨୩ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ – ମୋଟ୍ ଓମିକ୍ରନ୍ ଆକ୍ରାନ୍ତ ସଂଖ୍ୟା ୩୭ କୁ ବୃଦ୍ଧି

ଲମ୍ବଡ଼ିଆଁ ମାରିଲା ଓମିକ୍ରନ୍ , ଆଉ ୨୩ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ – ମୋଟ୍ ଓମିକ୍ରନ୍ ଆକ୍ରାନ୍ତ ସଂଖ୍ୟା ୩୭ କୁ ବୃଦ୍ଧି

ଭୁବନେଶ୍ୱର , ୨/୧/୨୦୨୨ (ଓଡ଼ିଶା ସମାଚାର)- ଓଡ଼ିଶା ରେ ଲମ୍ବଡ଼ିଆଁ ମାରିଛି ଓମିକ୍ରନ୍ । ଏକା ଥରକେ ଆଉ ୨୩ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯ଜଣ ପୁରୁଷ ଓ ୪ ଜଣ ମହିଳା । ଆଜିର ଓମିକ୍ରନ ମାମଲାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି । ପୂର୍ବରୁ ରାଜ୍ୟରେ ୧୪ ଓମିକ୍ରନ ମାମଲା ଚିହ୍ନଟ ହୋଇଥିଲେ । ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେବାନେଇ ଆଇଏଲଏସ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

About admin

Check Also

ଜଣେ ଶିଶୁ ସମେତ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୨୦/୦୫/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ସଂକ୍ରମିତ …

Leave a Reply

Your email address will not be published. Required fields are marked *