Tuesday , September 27 2022
Breaking News
Home / ସ୍ୱାସ୍ଥ୍ୟ / ଓଡ଼ିଶା ରେ ଆଉ ୨୪ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୬୧ କୁ ବୃଦ୍ଧି

ଓଡ଼ିଶା ରେ ଆଉ ୨୪ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୬୧ କୁ ବୃଦ୍ଧି

ଭୁବନେଶ୍ୱର , ୫/୧/୨୦୨୨ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ଓଡ଼ିଶା ରେ ଆଉ ୨୪ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯ ଜଣ ସ୍ଥାନୀୟ ସଂକ୍ରମିତ ଓ ୫ ଜଣ ବିଦେଶ ଫେରନ୍ତା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୬୧ କୁ ବୃଦ୍ଧି ପାଇଛି । ୨୧୮ ଜଣ ଙ୍କ ନମୂନା ରୁ ୨୪ ଜଣ ଚିହ୍ନଟ ହୋଇଛନ୍ତି । । ଓଡ଼ିଶା ସମାଚାର

Leave a Reply

Your email address will not be published.