Thursday , January 20 2022
Breaking News
Home / ଶିକ୍ଷା / ବାଜିରାଉତ କଲେଜରେ ଛାତ୍ରଛାତ୍ରୀଙ୍କୁ ଟୀକାକରଣ

ବାଜିରାଉତ କଲେଜରେ ଛାତ୍ରଛାତ୍ରୀଙ୍କୁ ଟୀକାକରଣ

ଭୁବନ,୧୦/୧/୨୦୨୨ (ଓଡ଼ିଶା ସମାଚାର)- ଭୁବନ  ବାଜିରାଉତ ସ୍ମୃତି ମହାବିଦ୍ୟାଳୟରେ ୧୫ ରୁ ୧୮ ବର୍ଷ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଟୀକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ଅଜିତ କୁମାର ବେହେରା, ଅଧ୍ୟାପକ ହିମାଂଶୁ ଶେଖର ମିଶ୍ର, ଅଧ୍ୟାପକ ଅନୀଲ ଧୀର , ଅଧ୍ୟାପକ ପ୍ରଭାତ କୁମାର ଜେନା,ମୁଖ୍ୟକିରାଣୀ କୈଳାସ ଚନ୍ଦ୍ର ବେହେରା ଙ୍କ ତତ୍ୱାବଧାନରେ ଭୁବନ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀଙ୍କ ଦ୍ୱାରା ଶତାଧିକ ଛାତ୍ରଛାତ୍ରୀଙ୍କୁ କୋଭାସ୍କିନ ପ୍ରଥମ ଡୋଜ ଦିଆଯାଇଥିଲା । ଓଡ଼ିଶା ସମାଚାର

About admin

Check Also

ମହିଳା ମହାବିଦ୍ୟାଳୟରେ ଏନଏସଏସ ର ଶୀତକାଳୀନ ଶିବିର ଉଦଯାପିତ

ଭୁବନ,୧୦/୧/୨୦୨୨ (ଓଡ଼ିଶା ସମାଚାର)- ଭୁବନ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଜାତୀୟସେବା ଯୋଜନା (ଏନଏସଏସ ) ଆନୁକୂଲ୍ୟରେ ଗତ ୨ ତାରିଖ …

Leave a Reply

Your email address will not be published. Required fields are marked *