Tuesday , August 16 2022
Breaking News
Home / ବିଶେଷ / ରାଜ୍ୟରେ କୋଭିଡ଼ ର ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ ଆଜି

ରାଜ୍ୟରେ କୋଭିଡ଼ ର ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ ଆଜି

ଭୁବନେଶ୍ୱର ,୧୦/୧/୨୦୨୨ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ରାଜ୍ୟରେ କୋଭିଡ଼ ର ସ୍ଥିତି ସମ୍ପର୍କରେ ଆଜି ଅପରାହ୍ନ ସାଢେ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିବେ । ଏହି ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ବିଭାଗର ଏସିଏସ୍ ଆରେ, କେ ଶର୍ମାଙ୍କ ସହ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ।ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଦୈନିକ ସଂକ୍ରମଣ ସଂଖ୍ୟା ଏବେ ୫ହଜାର ମୁହାଁ ହୋଇଛି । ଓଡ଼ିଶା ସମାଚାର

About admin

Check Also

ସ୍ବାଧୀନତା ର ଅମୃତମହୋତ୍ସବ ଓ ସ୍ୱାଧୀନତା ଦିବସ  ପାଳିତ

ନିଶ୍ଚିନ୍ତକୋଇଲି , ୧୫/୦୮/୨୦୨୨(ଓଡିଶା ସମାଚାର/ ଅଭୟ ଜେନା )- ଜନାର୍ଦ୍ଦନ ପୁର ଚିତ୍ରୋତ୍ପଳା ସରକାରୀ ଉଚ୍ଚବିଦ୍ୟାଳୟ ପ୍ରାଙ୍ଗଣ ରେ ୭୬ …

Leave a Reply

Your email address will not be published.