Sunday , May 22 2022
Breaking News
Home / ବିଶେଷ / ପୋଲିସ ଡିଜିପି ସୁନୀଲ କୁମାର ବଂସଲ ଙ୍କ ଅଚାନକ କଳାହାଣ୍ଡି  ଗସ୍ତ

ପୋଲିସ ଡିଜିପି ସୁନୀଲ କୁମାର ବଂସଲ ଙ୍କ ଅଚାନକ କଳାହାଣ୍ଡି  ଗସ୍ତ

କଳାହାଣ୍ଡି , ୧୬/୧/୨୦୨୨ (ଓଡିଶା ସମାଚାର /ସଂଜୟ ସିଂହ)-  ପୋଲିସ ଡିଜି ଶ୍ରୀ ସୁନିଲ୍ କୁମାର ବଂସଲ୍ ଆଜି  ହଠାତ୍ କଳାହାଣ୍ଡି ଜିଲ୍ଲା ଗସ୍ତ କରିଛନ୍ତି । ଏହି ଗସ୍ତ ଅବସରରେ  କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ଙ୍କ କାର୍ଯ୍ୟାଳୟ ପରିସରରେ ସାମ୍ବାଦିକ ସମ୍ମିଳନୀ କରିଥିଲେ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ କାର୍ଯ୍ୟାଳୟରେ ପହଞ୍ଚି ପଞ୍ଚାୟତ ନିର୍ବାଚନ ସମ୍ପର୍କରେ ତଥ୍ୟ ଅନୁଧ୍ୟାନ କରିଥିଲେ । ଆଗକୁ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଯେପରି ଶାନ୍ତି ଶୃଙ୍ଖଳା ବଜାୟ ରହିବ ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପୋଲିସ ବିଭାଗକୁ  ଜଣାଇଛନ୍ତି ।ଓଡିଶା ସମାଚାର

About admin

Check Also

‘ଶାନ୍ତି ପଥ’ର ଚତୁର୍ଥ ବାର୍ଷିକ ଉତ୍ସବ – ବୁଦ୍ଧ ଓ ଗାନ୍ଧୀଙ୍କ ପ୍ରାସଙ୍ଗିକତା ଆଜି ବି ରହିଛି

ଭୁବନେଶ୍ୱର , ୨୧/୦୫/୨୦୨୨( ଓଡ଼ିଶା ସମାଚାର )- ବିଶ୍ୱ ଶାନ୍ତି, ସମାଜ ସେବା, ଯୋଗ, ମାନବ କଲ୍ୟାଣର ସଂଗଠନ ‘ଶାନ୍ତି …

Leave a Reply

Your email address will not be published. Required fields are marked *