Sunday , May 22 2022
Breaking News
Home / ନିର୍ବାଚନ / ବିଜେପି ପକ୍ଷରୁ ଜିଲ୍ଲାପରିଷଦ ପ୍ରାର୍ଥୀ ଘୋଷଣା

ବିଜେପି ପକ୍ଷରୁ ଜିଲ୍ଲାପରିଷଦ ପ୍ରାର୍ଥୀ ଘୋଷଣା

ରଘୁନାଥପୁର, ୧୯/୧/୨୦୨୨ (ଓଡ଼ିଶା ସମାଚାର)-  ରଘୁନାଥପୁର ବ୍ଲକର ୨ଟି ଜିଲ୍ଲା ପରିଷଦ ଜୋନ ନିମନ୍ତେ ବିଜେପି ପ୍ରାର୍ଥୀ ନାମ ଘୋଷଣା କରିଛି । ଭାରତୀୟ ଜନତା ପାର୍ଟି ଜଗତସିଂହପୁର ଜିଲ୍ଲା କୋର କମିଟି ବୈଠକ ଜିଲ୍ଲା ବିଜେପି ସଭାପତି ସତ୍ୟବ୍ରତ ମହାପାତ୍ରଙ୍କ ସଭାପତିତ୍ୱରେ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ରଘୁନାଥପୁର ବ୍ଲକର ଜୋନ ୧ଜିଲ୍ଲା ପରିଷଦ ନିମନ୍ତେ ବିଜେପି ପ୍ରାର୍ଥୀ ସୁଚିତ୍ରା ଭୋଇଙ୍କ ନାମ ଘୋଷଣା କରିଥିବା ବେଳେ ଜୋନ ୨ ନିମନ୍ତେ ଜିଲ୍ଲା ପରିଷଦ ବିଜେପି ପ୍ରାର୍ଥୀ ଲିପିକା ମଲ୍ଲିକଙ୍କ ନାମ ଘୋଷଣା କରିଛନ୍ତି ।  ଓଡ଼ିଶା ସମାଚାର

About admin

Check Also

ସି. ପି. ଆଇ. ଜିଲ୍ଲା ସମ୍ମିଳନୀ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୧୬/୦୫/୨୦୨୨( ଓଡ଼ିଶା ସମାଚାର )-ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସି .ପି. ଆଇ.)ର ପରିବର୍ଦ୍ଧିତ ବୈଠକ ସାଥି ସୋହାନା ବେଗମଙ୍କ …

Leave a Reply

Your email address will not be published. Required fields are marked *