Wednesday , May 18 2022
Breaking News
Home / ନିର୍ବାଚନ / କଟକ ସଦର ନିର୍ବାଚନ ମଣ୍ଡଳୀ ୨୫ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେପି ପ୍ରାର୍ଥୀ ଙ୍କ ପ୍ରାର୍ଥୀପତ୍ର ଦାଖଲ

କଟକ ସଦର ନିର୍ବାଚନ ମଣ୍ଡଳୀ ୨୫ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେପି ପ୍ରାର୍ଥୀ ଙ୍କ ପ୍ରାର୍ଥୀପତ୍ର ଦାଖଲ

ନିଶ୍ଚିନ୍ତକୋଇଲି, ୨୦/୦୧/୨୦୨୧(ଓଡିଶା ସମାଚାର /ଅଭୟ ଜେନା )- ୨୫ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେପି ପ୍ରାର୍ଥୀ ଭାବେ କେନ୍ଦୁ ପାଟଣା ପଞ୍ଚାୟତ ପ୍ରାକ୍ତନ ସରପଞ୍ଚ ବିବେକାନନ୍ଦ ବେହେରା ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ସେ କଟକ ଉପଜିଲ୍ଲାପାଳ ଙ୍କ କାର୍ୟ୍ୟାଳୟ ରେ ପ୍ରାର୍ଥୀ ପତ୍ର ଦାଖଲ ସମୟରେ ବିଜେପି ନେତା ଦିଲ୍ଲୀପ ମଲ୍ଲିକ, ନେମାଳ ମଣ୍ଡଳ ସଭାପତି ରଞ୍ଜନ ନନ୍ଦ ଙ୍କ ସମେତ ସମର୍ଥକ ଓ କର୍ମୀ ମାନେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

ଭାଗବତ ଟୁଙ୍ଗି ରେ ଭଗବତ ଆଲୋଚନା ଓ ଭଜନ ସନ୍ଧ୍ୟା

 ନିଶ୍ଚିନ୍ତକୋଇଲି, ୧୮/୦୫/୨୦୨୨(ଓଡିଶା ସମାଚାର/ ଅଭୟ ଜେନା)- ନିଶ୍ଚିନ୍ତକୋଇଲି ବ୍ଲକ କଳମିଶ୍ରି ପଞ୍ଚାୟତ ଦାମୋଦରପୁର ଠାରେ ସ୍ଥାପିତ ଭାଗବତ ଟୁଙ୍ଗି ପରିସରରେ …

Leave a Reply

Your email address will not be published. Required fields are marked *