Sunday , May 22 2022
Breaking News
Home / ନିର୍ବାଚନ / ସ୍ଵାଧୀନ ପ୍ରାର୍ଥି  ନାରାୟଣ ଭୋଇଙ୍କ ନାମାଙ୍କନ

ସ୍ଵାଧୀନ ପ୍ରାର୍ଥି  ନାରାୟଣ ଭୋଇଙ୍କ ନାମାଙ୍କନ

କଟକ,୨୩/୧/୨୦୨୨ (ଓଡ଼ିଶା ସମାଚାର)- ଆସନ୍ତା ତ୍ରସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥି  ମାନଙ୍କର ନାମାଙ୍କନ ପତ୍ର ଦାଖଲ ହେଉଥିବା ବେଳେ କଟକ ସଦର ବ୍ଲକ ଅନ୍ତର୍ଗତ ୪୨ ମୌଜା କୂଳ ସରିଚୁଆଁ ଗ୍ରାମ ପଞ୍ଚାୟତ ର ସରପଞ୍ଚ ପ୍ରାର୍ଥି  ଭାବେ ସ୍ଵାଧୀନ ଭାବେ ସମାଜସେବୀ ତଥା ଦକ୍ଷ ସଂଗଠକ ନାରାୟଣ ଭୋଇ  ପ୍ରାର୍ଥି  ପତ୍ର ଦାଖଲ କରିଛନ୍ତି । ତେଣୁ ସେ ତାଙ୍କ ସମର୍ଥକ, ଗୁରୁଜନ, ଶୁଭେଛୁ ମାନଙ୍କ ଉପସ୍ଥିତିରେ ପ୍ରାର୍ଥି  ପତ୍ର ଦାଖଲ କରିଛନ୍ତି। ଜନସାଧାରଣଙ୍କ ଶ୍ରୀଯୁକ୍ତ ଭୋଇଙ୍କ ପ୍ରତି ଆସ୍ଥା,ସ୍ନେହ, ଶ୍ରଦ୍ଧା ଓ ଲୋକପ୍ରିୟତାକୁ ପାଥେୟ କରି ସେ ନିର୍ବାଚନ ରଣାଙ୍ଗଣରେ ଅବତୀର୍ଣ୍ଣ ହୋଇଛନ୍ତି ଏବଂ ଅଞ୍ଚଳର ବିକାଶ,ଜନତାଙ୍କ ସେବାରେ ନିଜକୁ ନିୟୋଜିତ କରିବାକୁ ଦୃଢ଼ ସଂକଳ୍ପ ରଖିଛନ୍ତି ।ଓଡ଼ିଶା ସମାଚାର

About admin

Check Also

‘ଶାନ୍ତି ପଥ’ର ଚତୁର୍ଥ ବାର୍ଷିକ ଉତ୍ସବ – ବୁଦ୍ଧ ଓ ଗାନ୍ଧୀଙ୍କ ପ୍ରାସଙ୍ଗିକତା ଆଜି ବି ରହିଛି

ଭୁବନେଶ୍ୱର , ୨୧/୦୫/୨୦୨୨( ଓଡ଼ିଶା ସମାଚାର )- ବିଶ୍ୱ ଶାନ୍ତି, ସମାଜ ସେବା, ଯୋଗ, ମାନବ କଲ୍ୟାଣର ସଂଗଠନ ‘ଶାନ୍ତି …

Leave a Reply

Your email address will not be published. Required fields are marked *