Wednesday , May 18 2022
Breaking News
Home / ବିଶେଷ / ନାରାୟଣୀ କ୍ଲବ ପକ୍ଷରୁ ସାଧାରଣ ତନ୍ତ୍ର ଦିବସ ପାଳିତ

ନାରାୟଣୀ କ୍ଲବ ପକ୍ଷରୁ ସାଧାରଣ ତନ୍ତ୍ର ଦିବସ ପାଳିତ

କଟକ, ୨୮/୧/୨୦୨୨ (ଓଡ଼ିଶା ସମାଚାର)-  କଟକ ସଦର ୪୨ ମୌଜା ବରାଳ ବଜାର ସ୍ଥିତ ନାରାୟଣୀ କ୍ଲବ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସୁରେନ୍ଦ୍ର ନାଥ ବେହେରା ପତାକା ଉତ୍ତୋଳନ କରିଥିବା ବେଳେ କ୍ଲବର ସଭାପତି,ଉପସଭାପତି,ସମ୍ପାଦକ, କୋଷାଧ୍ୟକ୍ଷ, କାର୍ଯ୍ୟକର୍ତ୍ତା ଓ ବହୁ ମାନ୍ୟଗନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

ବାଲ୍ୟ ବିବାହ ରୋକିବା ପାଇଁ ଶପଥ ପାଠ

ବାଲେଶ୍ୱର, ୧୮/୦୫/୨୦୨୨( ଓଡ଼ିଶା ସମାଚାର )- ବାଲ୍ୟ ବିବାହ ରୋକିବା ପାଇଁ ବିଭିନ୍ନ ସମୟରେ ଜିଲ୍ଲା ପ୍ରଶାସନ ବିଭିନ୍ନ ପଦକ୍ଷେପ …

Leave a Reply

Your email address will not be published. Required fields are marked *