Thursday , August 18 2022
Breaking News
Home / ନିର୍ବାଚନ / ପୌର ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ପୌର ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର ,୨୯/୧/୨୦୨୨ (ଓଡ଼ିଶା ସମାଚାର)- ପୌର ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପୌର ନିର୍ବାଚନ ପାଇଁ ଚୂଡ଼ାନ୍ତ ସିଟ୍ ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ତାଲିକା ପ୍ରକାଶ ପାଇଛି । ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ, ରାଜ୍ୟ ନିର୍ବାଚନ କମିଶନଙ୍କୁ ତାଲିକା ଦିଆଯାଇଛି । ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ଚୂଡାନ୍ତ ହୋଇଛି । ଭୁବନେଶ୍ୱର ଓ ବ୍ରହ୍ମପୁର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ହୋଇଥିବାବେଳେ କଟକ ମେୟର ଆସନ ଟିକୁ ଅଣ ସଂରକ୍ଷିତ ରଖାଯାଇଛି । ଭୁବନେଶ୍ୱରର ୬୭ଟି ୱାର୍ଡ, କଟକର ୫୯ଟି ୱାର୍ଡ ଓ ବ୍ରହ୍ମପୁରର ୪୨ଟି ୱାର୍ଡରେ ନିର୍ବାଚନ ହେବ । ଓଡ଼ିଶା ସମାଚାର

About admin

Check Also

ବନ୍ୟା ପିଡିତଙ୍କ ପାଖରେ ପ୍ରଥମେ ରିଲିଫ ପହଂଚାଇଲା ଇଫକୋ ପାରାଦୀପ ୟୁନିଟ୍ 

ପାରାଦୀପ ୧୭/୦୮/୨୦୨୨(ଓଡ଼ିଶା ସମାଚାର)- ଲଗାଣ ବର୍ଷା ଓ ପରେ ପରେ ବନ୍ୟା ପରିସ୍ଥିତିର ସାମ୍ନା କରୁଛନ୍ତି ଓଡିଶାର ୧୦ ଜିଲ୍ଲାର …

Leave a Reply

Your email address will not be published.