କଟକ, ୦୩/୦୨/୨୦୨୨ (ଓଡ଼ିଶା ସମାଚାର)- କଟକ ସଦର ୪୨ ମୌଜା ଅନ୍ତର୍ଗତ କଳପଡା ଗ୍ରାମ ପଞ୍ଚାୟତ ସମିତି ସଭ୍ୟ ପାର୍ଥିନୀ କାଦମ୍ବିନୀ ଭୋଇ ସ୍ଵାଧୀନ ଭାବେ ନାମାଙ୍କନ ପତ୍ର ଦାଖଲ ପରେ ଅଧୁନା ନିଜ ପଞ୍ଚାୟତ ରେ ପ୍ରଚାର ଅଭିଯାନ ଚଳାଇଛନ୍ତି । କାଦମ୍ବିନୀଙ୍କ ବିଚାରଧାରା ସାଧାରଣରେ ଗ୍ରହଣୀୟ ହେବାସହ ତାଙ୍କ ପ୍ରତି ସମର୍ଥନ ବୃଦ୍ଧି ପାଉଛି ଏବଂ ସାଧାରଣ ଜନତାଙ୍କ ସେ ଆସ୍ତା ଭାଜନ ପାଲଟିଛନ୍ତି । ଓଡ଼ିଶା ସମାଚାର