Tuesday , August 16 2022
Breaking News
Home / ନିର୍ବାଚନ / ପ୍ରଚାର ମୈଦାନରେ ଈଶାଣୀବ୍ରହ୍ମପୁର ପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥିନୀ ମଞ୍ଜୁଲତା ବାରିକ

ପ୍ରଚାର ମୈଦାନରେ ଈଶାଣୀବ୍ରହ୍ମପୁର ପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥିନୀ ମଞ୍ଜୁଲତା ବାରିକ

କଟକ, ୦୯/୦୨/୨୦୨୨ (ଓଡ଼ିଶା ସମାଚାର)- କଟକ ଜିଲ୍ଲା କିଶନନଗର ଥାନା ଅନ୍ତର୍ଗତ ଈଶାଣୀବ୍ରହ୍ମପୁର ଗ୍ରାମ ପଞ୍ଚାୟତ ସମିତି ସଭ୍ୟ ପ୍ରାର୍ଥିନୀ ମଞ୍ଜୁଲତା ବାରିକ ନାମାଙ୍କନ ପତ୍ର ଦାଖଲ ପରେ ଅଧୁନା ନିଜ ପଞ୍ଚାୟତରେ ପ୍ରଚାର ଅଭିଯାନ ଚଳାଇଛନ୍ତି ।  ତାଙ୍କର ଟୁଲ ଚିହ୍ନ ରହିଛି । ମଞ୍ଜୁଲତାଙ୍କ ବିଚାରଧାରା ସମସ୍ତର ଗ୍ରହଣୀୟ ହେବାସହ ତାଙ୍କ ପ୍ରତି ସମର୍ଥନ ବୃଦ୍ଧି ପାଉଛି ଏବଂ ସାଧାରଣ ଜନତାଙ୍କ ସେ ଆସ୍ତା ଭାଜନ ପାଲଟିଛନ୍ତି । ଓଡ଼ିଶା ସମାଚାର

About admin

Check Also

ସ୍ବାଧୀନତା ର ଅମୃତମହୋତ୍ସବ ଓ ସ୍ୱାଧୀନତା ଦିବସ  ପାଳିତ

ନିଶ୍ଚିନ୍ତକୋଇଲି , ୧୫/୦୮/୨୦୨୨(ଓଡିଶା ସମାଚାର/ ଅଭୟ ଜେନା )- ଜନାର୍ଦ୍ଦନ ପୁର ଚିତ୍ରୋତ୍ପଳା ସରକାରୀ ଉଚ୍ଚବିଦ୍ୟାଳୟ ପ୍ରାଙ୍ଗଣ ରେ ୭୬ …

Leave a Reply

Your email address will not be published.