Saturday , August 13 2022
Breaking News
Home / ନିର୍ବାଚନ / ପ୍ରଚାର ଅଭିଯାନରେ କୂଳସରିଚୁଆଁ ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ସମାଜସେବୀ ବନମାଳୀ ବିହାରୀ (ବନା)

ପ୍ରଚାର ଅଭିଯାନରେ କୂଳସରିଚୁଆଁ ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ସମାଜସେବୀ ବନମାଳୀ ବିହାରୀ (ବନା)

 

କଟକ , ୧୦/୦୨/୨୦୨୨ (ଓଡ଼ିଶା ସମାଚାର)- ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀ ମାନଙ୍କର ନାମାଙ୍କନ ପତ୍ର ପ୍ରକ୍ରିୟା ଦାଖଲ ହେଉଥିବା ବେଳେ କଟକ ସଦର ବ୍ଲକ ଅନ୍ତର୍ଗତ ୪୨ ମୌଜା କୂଳସରିଚୁଆଁ ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଭାବେ ସମାଜସେବୀ ବନମାଳୀ ବିହାରୀ (ବନା) ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତିବା ସହ ପ୍ରଚାର ଅଭିଯାନ ଜୋରଦାର ଚଳାଇଛନ୍ତି, ତାଙ୍କ ଚିହ୍ନ ଖୋଲାଛତା । ଜନସାଧାରଣଙ୍କ ଶ୍ରୀଯୁକ୍ତ ବିହାରୀଙ୍କ ପ୍ରତି ଆସ୍ଥା,ସ୍ନେହ, ଶ୍ରଦ୍ଧା ଓ ଲୋକପ୍ରିୟତାକୁ ପାଥେୟ କରି ସେ ନିର୍ବାଚନ ରଣାଙ୍ଗଣରେ ଅବତୀର୍ଣ୍ଣ ହୋଇଛନ୍ତି ଏବଂ ଅଞ୍ଚଳର ବିକାଶ,ଜନତାଙ୍କ ସେବାରେ ନିଜକୁ ନିୟୋଜିତ କରିବାକୁ ଦୃଢ଼ ସଂକଳ୍ପ ରଖିଛନ୍ତି । ଓଡ଼ିଶା ସମାଚାର

About admin

Check Also

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ମୟୁରଭଞ୍ଜ / ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ …

Leave a Reply

Your email address will not be published.