Tuesday , August 16 2022
Breaking News
Home / ବିଶେଷ / ଆଜି ଠାରୁ  ହଟିଲା ନାଇଟ୍ କର୍ଫ୍ୟୁ

ଆଜି ଠାରୁ  ହଟିଲା ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର , ୧୮/୦୨/୨୦୨୨ (ଓଡ଼ିଶା ସମାଚାର)- ଆଜି ଠାରୁ  ହଟିଲା ନାଇଟ୍ କର୍ଫ୍ୟୁ । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।ରାଜ୍ୟର ସମସ୍ତ ସହରାଞ୍ଚଳରେ ଲାଗୁ ହୋଇଥିବା ନାଇଟ୍ କର୍ଫ୍ୟୁକୁ ହଟାଇ ଦିଆଯାଇଛି । ନାଇଟ୍ କର୍ଫ୍ୟୁ ହଟିବା ନେଇ ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନାଙ୍କ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟର ରେ ସୂଚନା ପ୍ରଦାନ କରାଯାଇଛି । କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ରାଜ୍ୟରେ ରାତି ୧୦ରୁ ସକାଳ ୫ଟା ଯାଏଁ ନାଇଟ୍ କର୍ଫ୍ୟୁ ଲାଗୁ କରାଯାଇଥିଲା। ଓଡ଼ିଶା ସମାଚାର

About admin

Check Also

ସ୍ବାଧୀନତା ର ଅମୃତମହୋତ୍ସବ ଓ ସ୍ୱାଧୀନତା ଦିବସ  ପାଳିତ

ନିଶ୍ଚିନ୍ତକୋଇଲି , ୧୫/୦୮/୨୦୨୨(ଓଡିଶା ସମାଚାର/ ଅଭୟ ଜେନା )- ଜନାର୍ଦ୍ଦନ ପୁର ଚିତ୍ରୋତ୍ପଳା ସରକାରୀ ଉଚ୍ଚବିଦ୍ୟାଳୟ ପ୍ରାଙ୍ଗଣ ରେ ୭୬ …

Leave a Reply

Your email address will not be published.