Saturday , August 13 2022
Breaking News
Home / ରାଜନୀତି / ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ ବିଜେଡି ର ଦୁଇ ପୂର୍ବତନ କାଉନସିଲର ନିଲମ୍ବିତ 

ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ ବିଜେଡି ର ଦୁଇ ପୂର୍ବତନ କାଉନସିଲର ନିଲମ୍ବିତ 

କନ୍ଧମାଳ,୨୨/୦୩/୨୨(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): ଦଳ ବିରୋଧୀ କାର୍ଯ୍ୟ ପାଇଁ କନ୍ଧମାଳ ଜିଲ୍ଲା ଫୁଲବାଣୀ ମ୍ୟୁନିସିପାଲର ୱାର୍ଡ ନ -୦୩ର ପୂର୍ବତନ କାଉନସିଲର ଭାଗବତ ବେହେରା ଏବଂ ୧୦ ନମ୍ବର ୱାର୍ଡର ପୂର୍ବତନ କାଉନସିଲର ଶ୍ରୀବଚ୍ଛ ବେହେରା ବିଜୁ ଜନତା ଦଳରୁ ନିଲମ୍ବିତ ହୋଇଛନ୍ତି । ଦଳ ବିରୋଧୀ କାର୍ଯ୍ୟ କରିଥିବା ମହଙ୍ଗା ପଡ଼ିଛି । ଏନେଇ କନ୍ଧମାଳ ଜିଲ୍ଲା ବିଜୁ ଜନତା ଦଳର ସଭାପତି ଶ୍ରୀ ସରୋଜ କର୍ଣ୍ଣ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି । ଓଡିଶା ସମାଚାର

About admin

Check Also

ଜନଶକ୍ତି ପାର୍ଟି ପକ୍ଷରୁ ଓଡ଼ିଆ ବଂଚାଅ ଅଭିଯାନ 

ଗରଦପୁର, ୦୯/୦୮/୨୦୨୨(ଓଡ଼ିଶା ସମାଚାର)- ପାଟକୁରା ଥାନା ନିକଟସ୍ଥ କହ୍ନେଇଲାଲ ଜୀଉ ପ୍ରାଙ୍ଗଣରେ ଆଜି ଅପରାହ୍ନରେ ଜନ ଶକ୍ତି ପାର୍ଟି ପକ୍ଷରୁ …

Leave a Reply

Your email address will not be published.