Saturday , August 13 2022
Breaking News
Home / ନିର୍ବାଚନ / ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ ଦେଲେ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ ଦେଲେ

ଭୁବନେଶ୍ୱର ୨୪/୦୩/୨୦୨୨( ଓଡ଼ିଶା ସମାଚାର )- ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ୫୩ ନଂ ୱାର୍ଡର ୫୪୪ ନମ୍ବର ବୁଥରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନବୀନ ନିବାସରୁ ଚାଲି ଚାଲି ୫୪୪ ନମ୍ବର ବୁଥ୍ ରେ ଯାଇ ଭୋଟ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଭୋଟ ଦେଇସାରି ବୁଥ୍ ବାହାରକୁ ଆସିବା ପରେ ଆଙ୍ଗୁଠି ରେ କାଳିଲାଗିଥିବା ଦେଖାଇ ଭୋଟ ଦେଇସାରିଥିବା ସୂଚନା ଦେଇଥିଲେ । ଓଡ଼ିଶା ସମାଚାର

About admin

Check Also

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ମୟୁରଭଞ୍ଜ / ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ …

Leave a Reply

Your email address will not be published.