Thursday , August 18 2022
Breaking News
Home / ବିଶେଷ / ଡବଲ ମର୍ଡର ମାମଲାରେ ପୂର୍ବତନ ବିଧାୟକ ଅନୁପ ସାଏ ଙ୍କୁ ଆଜୀବନ କାରାଦଣ୍ଡ

ଡବଲ ମର୍ଡର ମାମଲାରେ ପୂର୍ବତନ ବିଧାୟକ ଅନୁପ ସାଏ ଙ୍କୁ ଆଜୀବନ କାରାଦଣ୍ଡ

ଝାରସୁଗୁଡା ୦୨/୦୪/୨୦୨୨( ଓଡ଼ିଶା ସମାଚାର )- ବହୁ ଚର୍ଚ୍ଚିତ କଳ୍ପନା ଦାଶ (୩୨) ଓ  ତାଙ୍କ ଶିଶୁ କନ୍ୟା ବବଲି ଡବଲ ମର୍ଡର ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ରାୟଗଡ ଅତିରିକ୍ତ ଜିଲା ଦୌରା ଜଜ  ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏହି ମାମଲାରେ ଅନ୍ୟତମ ସହଯୋଗୀ ଅନୁପଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋକୁ କୋର୍ଟ ନିର୍ଦ୍ଦୋଷ ରେ ଖଲାସ କରିଛନ୍ତି  ।ସୂଚନା ଅନୁଯାୟୀ ଛତିଶଗଡ଼ ଚକ୍ରଧର ନଗର ଥାନା ଅଞ୍ଚଳରେ ୨୦୨୦ ଫେବୃଆରୀ ୧୩ ତାରିଖରେ ଘଟିଥିଲା ଏହି ଡବଲ ମର୍ଡର ଘଟଣା । ମାମଲାରେ ଛନ୍ଦି ହୋଇ ପୂର୍ବତନ ବିଧାୟକ ଅନୁପ ସାଏ ୨ ବର୍ଷ ତଳୁ ଜେଲରେ ଅଛନ୍ତି । ଓଡ଼ିଶା ସମାଚାର

About admin

Check Also

ବନ୍ୟା ପିଡିତଙ୍କ ପାଖରେ ପ୍ରଥମେ ରିଲିଫ ପହଂଚାଇଲା ଇଫକୋ ପାରାଦୀପ ୟୁନିଟ୍ 

ପାରାଦୀପ ୧୭/୦୮/୨୦୨୨(ଓଡ଼ିଶା ସମାଚାର)- ଲଗାଣ ବର୍ଷା ଓ ପରେ ପରେ ବନ୍ୟା ପରିସ୍ଥିତିର ସାମ୍ନା କରୁଛନ୍ତି ଓଡିଶାର ୧୦ ଜିଲ୍ଲାର …

Leave a Reply

Your email address will not be published.