Thursday , August 18 2022
Breaking News
Home / ଶିକ୍ଷା / ମେଁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି

ମେଁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର,୨୭/୦୪/୨୦୨୨( ଓଡ଼ିଶା ସମାଚାର )-ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା କାଲି ୨୮ ତାରିଖ ଠାରୁ ମେଁ ୨ ତାରିଖ ପର୍ୟ୍ୟନ୍ତ ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ରହିବ । ତେବେ ପାଠପଢା ବନ୍ଦ ରହିଲେ ମଧ୍ୟ ପରୀକ୍ଷା ପୂର୍ବ କାର୍ୟ୍ୟସୂଚୀ ଅନୁସାରେ ଚାଲୁ ରହିବ । ଏ ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସରକାର ପୂର୍ବରୁ ସ୍କୁଲ, କଲେଜଗୁଡ଼ିକୁ ଛୁଟି ଘୋଷଣା କରିସାରିଛନ୍ତି ।ଓଡ଼ିଶା ସମାଚାର

About admin

Check Also

କଲେଜ କଳା ବିଭାଗର ଟପ୍ପର ସୁପ୍ରଭା ଅଧ୍ୟାପିକା ହେବେ

କେନ୍ଦ୍ରାପଡା, ୧୩/୦୮/୨୦୨୨(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ କଳା ବିଭାଗର ଶିକ୍ଷା ସମ୍ମାନ ଛାତ୍ରୀ ସୁପ୍ରଭା …

Leave a Reply

Your email address will not be published.