Wednesday , May 18 2022
Breaking News
Home / ନିର୍ବାଚନ / ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ବିଜେପି ଓ ବିଜେଡ଼ି ପକ୍ଷରୁ ପ୍ରାର୍ଥୀ ଘୋଷଣା

ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ବିଜେପି ଓ ବିଜେଡ଼ି ପକ୍ଷରୁ ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର , ୦୯/୦୫/୨୦୨୨( ଓଡ଼ିଶା ସମାଚାର )- ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ବିଜେପି ଓ ବିଜେଡ଼ି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ବିଜେପି ରୁ ପ୍ରାଥିୀ ହେବେ ରାଧାରାଣୀ ପଣ୍ଡା ଓ ବିଜେଡ଼ି ରୁ ପ୍ରାର୍ଥିୀ ହେବେ ସ୍ୱର୍ଗତ କିଶୋର ମହାନ୍ତି ଙ୍କ ପତ୍ନୀ ଅଳକା ମହାନ୍ତି ।

      ରାଧାରାଣୀ ପଣ୍ଡା

ଅଳକା ମହାନ୍ତି

ସୂଚନା ଥାଉକି, ଆସନ୍ତା ର୍ମେ ୩୧ ରେ ଅନୁଷ୍ଠିତ ହେବ ବ୍ରଜରାଜନଗର ଉପନିର୍ବାଚନ । ଗତ ଡିସେମ୍ବର ୩୦ ତାରିଖ ସ୍ୱର୍ଗତଃ କିଶୋର ମହାନ୍ତିଙ୍କ ଅକାଳ ବିୟୋଗ ପରେ ଖାଲି ପଡିଥିଲା ଏହି ଆସନ । ଓଡ଼ିଶା ସମାଚାର

About admin

Check Also

ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ବିଜେପି ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ଭୁବନେଶ୍ୱର , ୧୫/୦୫/୨୦୨୨( ଓଡ଼ିଶା ସମାଚାର )- ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକ …

Leave a Reply

Your email address will not be published. Required fields are marked *