Friday , July 1 2022
Breaking News
Home / ବିଶେଷ / ଡ୍ରେନରେ ମୃତଦେହ

ଡ୍ରେନରେ ମୃତଦେହ

ପୁରୀ ୧୮/୦୫/୨୦୨୨( ଓଡ଼ିଶା ସମାଚାର )- ପୁରୀ ବଡ଼ଦାଣ୍ଡ ମାର୍କେଟ ଛକ ନିକଟ ମୁକୁଳା ଡ୍ରେନରେ ଏକ ମୃତଦେହ ପଡି ରହିଛି । ମୃତକ ଜଣେ ରିକ୍ସା ଚାଳକ। ସେ ଚନ୍ଦନପୁର ଅଂଚଳର ଗେଡା ସାହୁ। ବୋଲି ଚିହ୍ନଟ କରାଯାଇଛି। ମୁକୁଳା ଡ୍ରେନ ଥିବାରୁ ଡ୍ରେନ ରେ ପଡି ସେ ମୃତ୍ୟୁବରଣ କରିଛନ୍ତି ନା ତାଙ୍କୁ କିଏ ମାରି ଡ୍ରେନରେ ପକାଇଦେଇଛି ସେନେଇ ସନ୍ଦେହ ସୃଷ୍ଟି ହେଉଛି। କୁମ୍ଭାରପଡା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଓଡ଼ିଶା ସମାଚାର

About admin

Check Also

ଶ୍ରୀସତ୍ୟସାଇ ସେବା ସମିତିର ଶ୍ରୀବଳଦେବଜୀଉ ମନ୍ଦିର ସଫେଇ

କେନ୍ଦ୍ରାପଡ଼ା, ୦୧/୦୭/୨୦୨୨(ଓଡ଼ିଶା ସମାଚାର)-ପବିତ୍ର ଶ୍ରୀଗୁଣ୍ଡିଚାରେ ଇଛାପୁରସ୍ଥିତ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପରିସରକୁ ଶ୍ରୀ ସତ୍ୟସାଇ ସେବା ସମିତି, କେନ୍ଦ୍ରାପଡା ପକ୍ଷରୁ …

Leave a Reply

Your email address will not be published. Required fields are marked *