Friday , March 31 2023
Home / ବିଶେଷ / ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ଙ୍କ ପରଲୋକ

ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ଙ୍କ ପରଲୋକ

ନିଶ୍ଚିନ୍ତକୋଇଲି,୨୯/୦୫/୨୦୨୨(ଓଡିଶା ସମାଚାର/ ଅଭୟ ଜେନା )- ନିଶ୍ଚିନ୍ତକୋଇଲି ଗ୍ରାମର ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ଶିବରାମ ସ୍ୱାଇଁ (୭୮)ଙ୍କର ନିଜ ବାସଭବନ ରେ ପରଲୋକ ହୋଇଯାଇଛି । ତାଙ୍କ ମରଶରୀର କୁ ଏକ ଶୋଭାଯାତ୍ରା ରେ ନିଆଯାଇ ସମାଧି ଦିଆଯାଇଥିଲା । ତାଙ୍କର ଏକମାତ୍ର ପୁତ୍ର ଆଲୋକ ରଞ୍ଜନ ରାଉତ ଶେଷକୃତ୍ୟ ସମ୍ପନ୍ନ କରିଥିଲେ । ତାଙ୍କ ର ବିୟୋଗ ଖବର ପାଇ ପ୍ରାକ୍ତନ ସରପଞ୍ଚ କ୍ଷୀରୋଦ ପଣ୍ଡା, ଦେବେନ୍ଦ୍ର ସାହୁ, ସରପଞ୍ଚ ମଧୁସ୍ମିତା ରାଉତ, ରମେଶ ଚନ୍ଦ୍ର ସ୍ୱାଇଁ ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published.