Thursday , August 18 2022
Breaking News
Home / ବିଶେଷ / ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର , ୨୯/୦୫/୨୦୨୨( ଓଡ଼ିଶା ସମାଚାର )- ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସୋମବାର ଅପରାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପହଞ୍ଚିବାର କାର୍ୟ୍ୟକ୍ରମ ରହିଛି ।ଏହି ଗସ୍ତ ଅବସରରେ ଆସନ୍ତା ୩୧ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ସାକ୍ଷାତ କରିବାର ସମ୍ଭାବନା ରହିଛି । ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି । ଜୁନ ୧ ତାରିଖ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ବାହାରି ଦିନ ଦୁଇଟାରେ ଭୁବନେଶ୍ୱର ଫେରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ଓଡ଼ିଶା ସମାଚାର

About admin

Check Also

ବନ୍ୟା ପିଡିତଙ୍କ ପାଖରେ ପ୍ରଥମେ ରିଲିଫ ପହଂଚାଇଲା ଇଫକୋ ପାରାଦୀପ ୟୁନିଟ୍ 

ପାରାଦୀପ ୧୭/୦୮/୨୦୨୨(ଓଡ଼ିଶା ସମାଚାର)- ଲଗାଣ ବର୍ଷା ଓ ପରେ ପରେ ବନ୍ୟା ପରିସ୍ଥିତିର ସାମ୍ନା କରୁଛନ୍ତି ଓଡିଶାର ୧୦ ଜିଲ୍ଲାର …

Leave a Reply

Your email address will not be published.