Wednesday , July 6 2022
Breaking News
Home / ନିର୍ବାଚନ / ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ୩ ବିଜେଡି ପ୍ରାର୍ଥୀ

ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ୩ ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର,୦୩/୦୬/୨୦୨୨( ଓଡ଼ିଶା ସମାଚାର )- ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ୩ ବିଜେଡି ପ୍ରାର୍ଥୀ। ସୁଲତା ଦେଓ, ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆଜି ଦିନ ୧୧ ଟାରୁ ୩ ପର୍ୟ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଅବଧି ରହିଥିଲା। ଅବଧି ସମୟ ସରିବା ପରେ ଆଉ କେହି ପ୍ରାର୍ଥୀ ନଥିବାରୁ ଏହି ୩ ପ୍ରାର୍ଥୀଙ୍କୁ ବିଜୟୀ ଘୋଷଣା କରିଛନ୍ତି ରିଟର୍ଣ୍ଣିଂ ଅଫିସର। ବିଜୟୀ ପ୍ରାର୍ଥୀମାନେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରୁ ସାର୍ଟିଫିକେଟ ଗ୍ରହଣ କରିଛନ୍ତି। ଓଡ଼ିଶା ସମାଚାର

About admin

Check Also

ବର୍ଯ୍ୟବସ୍ତୁ ପୃଥକୀ କରଣ କେନ୍ଦ୍ର ଉଦଘାଟିତ 

ଗରଦପୁର,୦୫/୦୭/୨୦୨୨(ଓଡ଼ିଶା ସମାଚାର)- ଗରଦପୁର ବ୍ଲକ୍ ଅନ୍ତର୍ଗତ ତଳକୁସୁମା ପଂଚାୟତସ୍ଥିତ ସିକଳ ଗ୍ରାମରେ କଠିନ ବର୍ଯ୍ୟବସ୍ତୁ ପୃଥକୀ କରଣ କେନ୍ଦ୍ରର ଉଦଘାଟନ …

Leave a Reply

Your email address will not be published. Required fields are marked *