Wednesday , July 6 2022
Breaking News
Home / ବିଶେଷ / ଏନଡିଏ ର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଦ୍ରୌପଦୀ ମୁର୍ମୁ

ଏନଡିଏ ର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର , ୨୧/୦୬/୨୦୨୨( ଓଡ଼ିଶା ସମାଚାର )- ବିରୋଧୀ ୟୁପିଏ ପକ୍ଷରୁ ଯଶବନ୍ତ ସିହ୍ନାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯାଇଛି । ୟୁପିଏ ପରେ ଏନଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ବିଜେପି ନେତୃତ୍ୱାଧିନ ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ , ରାଇରଙ୍ଗପୁରର ପୂର୍ବତନ ବିଧାୟିକା, ଓଡ଼ିଶା ର ପୂର୍ବତନ ମନ୍ତ୍ରୀ , ଓଡ଼ିଆ, ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରି ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇଛି। ମୟୁରଭଂଜ ଜିଲା ରେ ତାଙ୍କର ଜନ୍ମସ୍ଥାନ । ରାଇରଙ୍ଗପୁର ର ବୈଦପୋଷି ଗାଁ ରେ ତାଙ୍କର ଜନ୍ମସ୍ଥାନ । ଓଡ଼ିଶା ସମାଚାର

About admin

Check Also

ବର୍ଯ୍ୟବସ୍ତୁ ପୃଥକୀ କରଣ କେନ୍ଦ୍ର ଉଦଘାଟିତ 

ଗରଦପୁର,୦୫/୦୭/୨୦୨୨(ଓଡ଼ିଶା ସମାଚାର)- ଗରଦପୁର ବ୍ଲକ୍ ଅନ୍ତର୍ଗତ ତଳକୁସୁମା ପଂଚାୟତସ୍ଥିତ ସିକଳ ଗ୍ରାମରେ କଠିନ ବର୍ଯ୍ୟବସ୍ତୁ ପୃଥକୀ କରଣ କେନ୍ଦ୍ରର ଉଦଘାଟନ …

Leave a Reply

Your email address will not be published. Required fields are marked *