Wednesday , July 6 2022
Breaking News
Home / ବିଶେଷ / ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ସମୀର ମୋଟର୍ସ ମହିଳା କର୍ମଚାରୀଙ୍କ ମଧ୍ୟରେ ଖୁସିର ଲହରୀ

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ସମୀର ମୋଟର୍ସ ମହିଳା କର୍ମଚାରୀଙ୍କ ମଧ୍ୟରେ ଖୁସିର ଲହରୀ

କେନ୍ଦ୍ରାପଡ଼ା,୨୨/୦୬/୨୦୨୨( ଓଡ଼ିଶା ସମାଚାର )-ପ୍ରଥମ ଓଡିଆ ଅନୁସୂଚିତ ଜାତି ବର୍ଗର ମହିଳା ଦ୍ରୌପଦୀ ମୁର୍ମୁଙ୍କ ନାମଏନ.ଡି.ଏ. ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି । ଏହି ଘୋଷଣା ପରେ କେନ୍ଦ୍ରାପଡା ସହରର କେଶପୁର ବଜାରସ୍ଥିତ ସମିର ମୋଟର୍ସର ମହିଳା କର୍ମଚାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । ସେମାନେ ପରଷ୍ପର ମଧ୍ୟରେ ମିଠା ବାଂଟି ଖୁସି ମନାଉଥିବା ଦେଖିବାକୁ ମିଳିଛି । ସେମାନେ କହିଛନ୍ତି ଯେ ଓଡିଶାର ଜଣେ ଅନୁସୂଚିତ ଜାତି ବର୍ଗର ମହିଳାଙ୍କୁ ପ୍ରଥମ ଥର ପାଇଁ ଦେଶର ସର୍ବୋଚ୍ଚ ପଦ ନିମନ୍ତେ ପ୍ରାର୍ଥୀ କରାଯାଇଥିବାରୁ ଆମେ ବେଶ ଖୁସି ଓ ଆନନ୍ଦିତ । ଓଡ଼ିଶା ସମାଚାର

About admin

Check Also

ବର୍ଯ୍ୟବସ୍ତୁ ପୃଥକୀ କରଣ କେନ୍ଦ୍ର ଉଦଘାଟିତ 

ଗରଦପୁର,୦୫/୦୭/୨୦୨୨(ଓଡ଼ିଶା ସମାଚାର)- ଗରଦପୁର ବ୍ଲକ୍ ଅନ୍ତର୍ଗତ ତଳକୁସୁମା ପଂଚାୟତସ୍ଥିତ ସିକଳ ଗ୍ରାମରେ କଠିନ ବର୍ଯ୍ୟବସ୍ତୁ ପୃଥକୀ କରଣ କେନ୍ଦ୍ରର ଉଦଘାଟନ …

Leave a Reply

Your email address will not be published. Required fields are marked *