Thursday , June 30 2022
Breaking News
Home / ବିଶେଷ / ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଉଦଘାଟିତ

ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଉଦଘାଟିତ

ଭୁବନ,୨୩/୬/୨୦୨୨(ଓଡ଼ିଶା ସମାଚାର)- ଭୁବନ ବ୍ଲକ ଅନ୍ତର୍ଗତ ଭୂଷଳ ପଂଚାୟତର କୀର୍ତନପୁର ଓ ଜୟପୁର  ଗ୍ରାମକୁ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଭାବେ ଘୋଷଣା କରାଯାଇଛି । କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି,ଇସ୍ପାତ ଓ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନଡିଆ ବାଡେଇ ଫିତା କାଟି ଆଦର୍ଶ ଗ୍ରାମକୁ ଉଦଘାଟନ କରିଥିଲେ । ବିଡିଓ ଆଶୀର୍ବାଦ ପରିଡା,ବ୍ଲକ ଅଧ୍ୟକ୍ଷା ସିପ୍ରା ବରାଳ, ଉପାଧ୍ୟକ୍ଷା ସରୋଜିନୀ ଦ୍ୱିବେଦୀ ,ଭୂଷଳ ସରପଂଚ  ,ସମିତିସଭ୍ୟ ଉଗ୍ରସେନ ବେହେରା ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ,ପୂର୍ବତନ ସମିତିସଭ୍ୟ ଅମୂଲ୍ୟ ଦ୍ୱିବେଦୀ, ସୁଧାକର ସାହୁ  ପ୍ରମୁଖ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

ବଡ଼ଚଣା ବିଡ଼ିଓଙ୍କ ଚିଠି ପରି ଗରଦପୁର ବିଡ଼ିଓ ଙ୍କ ଚିଠି କେବେ ?

ଗରଦପୁର, ୨୯/୬/୨୦୨୨(ଓଡ଼ିଶା ସମାଚାର)- ଗତ କରୋନା ମହାମାରୀ ସମୟରେ ଗରଦପୁର ବ୍ଲକ୍ ର ପ୍ରତି ପଂଚାୟତ ସ୍ତରରେ ଅସ୍ଥାୟୀ ସ୍ୱାସ୍ଥ୍ୟ …

Leave a Reply

Your email address will not be published. Required fields are marked *