Friday , August 12 2022
Breaking News
Home / ବିଶେଷ / କିଶନନଗର ଥାନା ପରିସରରେ ଆତ୍ମାହୁତି ଘଟଣାରେ ରାଜ୍ୟ ମାନବିକ ଅଧିକାର କମିଶନଙ୍କ ନୋଟିସ

କିଶନନଗର ଥାନା ପରିସରରେ ଆତ୍ମାହୁତି ଘଟଣାରେ ରାଜ୍ୟ ମାନବିକ ଅଧିକାର କମିଶନଙ୍କ ନୋଟିସ

କଟକ , ୨୪ /୬/୨୦୨୨(ଓଡ଼ିଶା ସମାଚାର ): କଟକ ଜିଲା କିଶନନଗର ଥାନା ପରିସରରେ ଦେହରେ ନିଆଁ ଲଗାଇ ଆତ୍ମାହୁତି କରି ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ବରଣ କରିବା ଘଟଣାରେ ରାଜ୍ୟ ମାନବିକ ଅଧିକାର କମିଶନ ରାଜ୍ୟ ପୋଲିସ ଡ଼ିଜି ଓ ଆଇଜି ଙ୍କୁ ନୋଟିସ ଜାରି କରିଛନ୍ତି । କଣଟ ପାଇଁ ଏଭଳି ଘଟିଲା ତାହାର ଉତର ରଖିବାକୁ ନୋଟିସ ଜାରି କରିଛନ୍ତି ।
ସୂଚନାଯୋଗ୍ୟ ଈଶାଣିଵରହମପୁର ଗ୍ରାମର ଗୁଣନିଧି ବିଷୋୟୀ ଗତ କାଲି ଗୁରୁବାର କିଶନନଗର ଥାନା ପରିସରରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଭଳି ଚରମ ପନ୍ଥା ଆପଣେଇଥିଲେ। ସଂକଟାପନ୍ନ ଅବସ୍ଥାରେ ତାଙ୍କୁ କଟକର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଆଜି ଶୁକ୍ରବାର ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ଘଟଣା ରେ ରାଜ୍ୟ ମାନବିକ ଅଧିକାର କମିଶନ ନୋଟିସ ଜାରି କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ପୁରୀର ଜିଲ୍ଲା ମୁଖ୍ୟ କାରାଗାରରେ ଜଣେ କଏଦୀ  ଙ୍କ ଆତ୍ମହତ୍ୟା ସୂଚନା 

ପୁରୀ,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ପୁରୀର ଜିଲ୍ଲା ମୁଖ୍ୟ କାରାଗାରରେ ଜଣେ କଏଦୀ  ଆତ୍ମହତ୍ୟା କରିଥିବା ସୂଚନା  । ମୃତ ଯୁବକ ଜଣକ …

Leave a Reply

Your email address will not be published.