Thursday , August 18 2022
Breaking News
Home / ବିଶେଷ / ସୋହମ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ସୋହମ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, ୦୧/୦୭/୨୦୨୨(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇର ଅଗ୍ରଣୀ ସାରସ୍ୱତ ସଂଗଠନ ସୋହମ ପକ୍ଷରୁ କଟକ-ଚାନ୍ଦବାଲି ରାସ୍ତା ପାଶ୍ୱର୍ରେ ବିଭିନ୍ନ ବୃକ୍ଷର ଚାରାରୋପଣ କରାଯାଇଛି । ପରିବେଶବିତ ତଥା କବି ଡଃ. ମନୋରଞ୍ଜନ ଦାଶଙ୍କ ନେତୃତ୍ୱରେ ଅଶ୍ୱଥ ଓ ବର ଆଦି ବୃକ୍ଷର ଚାରାରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କୃଷି ବିଶେଷଜ୍ଞ ଅଂଶୁମାନ ମିଶ୍ର, ଗାୟତ୍ରୀ ଦାଶ, ପୁଷ୍ପାଞ୍ଜଳୀ କର, ବିଶ୍ୱରଞ୍ଜନ ଦାଶ, ପ୍ରାଞ୍ଜୀବନ ଦାଶ, ପାଶୁନ ଦାଶ ପ୍ରମୁଖ ଯୋଗଦେଇ ଚାରାରୋପଣ କାର୍ଯ୍ୟରେ ସହଯୋଗ କରିଥିଲେ । ଓଡ଼ିଶା ସମାଚାର

About admin

Check Also

ବନ୍ୟା ପିଡିତଙ୍କ ପାଖରେ ପ୍ରଥମେ ରିଲିଫ ପହଂଚାଇଲା ଇଫକୋ ପାରାଦୀପ ୟୁନିଟ୍ 

ପାରାଦୀପ ୧୭/୦୮/୨୦୨୨(ଓଡ଼ିଶା ସମାଚାର)- ଲଗାଣ ବର୍ଷା ଓ ପରେ ପରେ ବନ୍ୟା ପରିସ୍ଥିତିର ସାମ୍ନା କରୁଛନ୍ତି ଓଡିଶାର ୧୦ ଜିଲ୍ଲାର …

Leave a Reply

Your email address will not be published.