Thursday , August 18 2022
Breaking News
Home / ବିଶେଷ / ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ଙ୍କ ଅକାଳ ବିୟୋଗ, ସାମ୍ବାଦିକ ମହଲରେ ଶୋକ

ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ଙ୍କ ଅକାଳ ବିୟୋଗ, ସାମ୍ବାଦିକ ମହଲରେ ଶୋକ

ଭୁବନେଶ୍ୱର ୦ ୧ / ୦୭ /୨୦୨୨(ଓଡ଼ିଶା ସମାଚାର)- ଦୈନିକ ଖବର କାଗଜ ‘ସମୟ’ର ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ସଡ଼କ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି । ଶୁକ୍ରବାର ସକାଳେ ରଥଯାତ୍ରାର ଖବର ସଂଗ୍ରହ ପାଇଁ ବାଇକ୍ ଯୋଗେ ସେ ଭୁବନେଶ୍ୱରରୁ ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲେ । ତାଙ୍କୁ ୫୪ ବର୍ଷ ବୟସ ହୋଇଥିଳା । ତାଙ୍କ ମରଶରୀରକୁ କ୍ୟାପିଟାଲ ହସ୍ପିଟାଲକୁ ଅଣାଯାଇଛି। ଶବ ବ୍ୟବଛେଦ ପରେ ତାଙ୍କ ମରଶରୀର ପରିବାରକୁ ହସ୍ତାନ୍ତର କରାଯିବ। ଅଶୋକ ପଣ୍ଡାଙ୍କ ବିୟୋଗରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି । ଓଡ଼ିଶା ସମାଚାର

About admin

Check Also

ବନ୍ୟା ପିଡିତଙ୍କ ପାଖରେ ପ୍ରଥମେ ରିଲିଫ ପହଂଚାଇଲା ଇଫକୋ ପାରାଦୀପ ୟୁନିଟ୍ 

ପାରାଦୀପ ୧୭/୦୮/୨୦୨୨(ଓଡ଼ିଶା ସମାଚାର)- ଲଗାଣ ବର୍ଷା ଓ ପରେ ପରେ ବନ୍ୟା ପରିସ୍ଥିତିର ସାମ୍ନା କରୁଛନ୍ତି ଓଡିଶାର ୧୦ ଜିଲ୍ଲାର …

Leave a Reply

Your email address will not be published.