Friday , August 12 2022
Breaking News
Home / ତାଜା ଖବର / ବଜ୍ରପାତରେ ଜଣେ ମୃତ, ସହାୟତା ଦାବି

ବଜ୍ରପାତରେ ଜଣେ ମୃତ, ସହାୟତା ଦାବି

କଟକ ସଦର, ୦ ୪ / ୦୭ /୨୦୨୨(ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): କମିଶନରେଟ୍ କନ୍ଦରପୁର ଥାନା ଅନ୍ତର୍ଗତ ଅଥଙ୍ଗା ଗ୍ରାମର ଵାଵନ ପରିଡା (୫୫) ଙ୍କର ଆଜି ସୋମବାର ଅପରାହ୍ନରେ ବଜ୍ରପାତରେ ମୃତ୍ୟୁ ହୋଇଥିବା ଜଣାପଡିଛି ।
ପ୍ରକାଶ ଯେ ସବୁଦିନ ପରି ମୃତକ ଵାଵନ ଆଜି ଵିଲକୁ ଯାଇଁ ଘରକୁ ଫେରୁଥିବା ସମୟରେ ବଜ୍ରପାତରେ ମୃତ୍ୟୁ ବରଣ କରିଛନ୍ତି । ମୃତକଙ୍କ ପରିବାରକୁ ସରକାରୀ ସାହାଯ୍ୟ ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି । ଓଡ଼ିଶା ସମାଚାର

About admin

Check Also

ବାପର ଟାଙ୍ଗିଆ ଚୋଟ ରେ ପୁଅର ମୃତ୍ୟୁ

ରାଜଗାଙ୍ଗପୁର, ୦୯/୦୮/୨୦୨୨(ଓଡ଼ିଶା ସମାଚାର)- ନୃଶଂସ ବାପର ଟାଙ୍ଗିଆ ଚୋଟ ରେ ପୁଅର ଶୋଚନୀୟ ମୃତ୍ୟୁ ଘଟିଛି । ମୃତକ ଜଣକ …

Leave a Reply

Your email address will not be published.