Friday , August 12 2022
Breaking News
Home / ତାଜା ଖବର / ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ , ବୋମାମାଡରେ ଜଣେ ଆହତ

ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ , ବୋମାମାଡରେ ଜଣେ ଆହତ

ପୁରୀ, ୦୫/୦୮/୨୦୨୨(ଓଡ଼ିଶା ସମାଚାର)- ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅଂଚଳରେ ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ରକରି ବୋମାମାଡରେ ଜଣେ ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ବ୍ରହ୍ମଗିରି ଥାନା ଅନ୍ତର୍ଗତ ସିଆରା ଗାଁରେ ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଗୋଷ୍ଠୀ ସଂଘର୍ଷରୁ ବୋମାମାଡ ହୋଇଛି । ବୋମାମାଡରେ ଜଣେ ଆହତ ହୋଇଛନ୍ତି । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ସିଆରା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଆହତ ବ୍ୟକ୍ତି ହେୁଚନ୍ତି ସୁମନ୍ତ ପ୍ରଧାନ ।ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଓଡ଼ିଶା ସମାଚାର

About admin

Check Also

ବାପର ଟାଙ୍ଗିଆ ଚୋଟ ରେ ପୁଅର ମୃତ୍ୟୁ

ରାଜଗାଙ୍ଗପୁର, ୦୯/୦୮/୨୦୨୨(ଓଡ଼ିଶା ସମାଚାର)- ନୃଶଂସ ବାପର ଟାଙ୍ଗିଆ ଚୋଟ ରେ ପୁଅର ଶୋଚନୀୟ ମୃତ୍ୟୁ ଘଟିଛି । ମୃତକ ଜଣକ …

Leave a Reply

Your email address will not be published.