Thursday , September 29 2022
Home / ବିଶେଷ / ୧୯ରେ ଆଉ ଏକ ଲଘୁଚାପ ସମ୍ଭାବନା

୧୯ରେ ଆଉ ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର,୧୫/୦୮/୨୦୨୨(ଓଡ଼ିଶା ସମାଚାର)- ଅଗଷ୍ଟ ୧୯ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି । ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟ୍ବିଟ କରି ସୂଚନା ଦେଇଛି। ଏ ପରିସ୍ଥିତିରେ ଆସନ୍ତା ୨୪ ଘଣ୍ଟା ପାଇଁ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ଝାରସୁଗୁଡ଼ା ୫ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଓଡ଼ିଶା ସମାଚାର

Leave a Reply

Your email address will not be published.