Wednesday , May 31 2023
Home / ଶିକ୍ଷା / କୋରାପୁଟ କେନ୍ଦ୍ରିୟ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ

କୋରାପୁଟ କେନ୍ଦ୍ରିୟ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ

 କୋରାପୁଟ, ୧୩/୦୯/୨୦୨୨(ଓଡ଼ିଶା ସମାଚାର)- କୋରାପୁଟ କେନ୍ଦ୍ରିୟ ବିଶ୍ୱବିଦ୍ୟାଳୟର ନୂତନ କୁଳପତି (ଭାଇସ ଚାନସେଲର) ହେଲେ ପ୍ରଫେସର ଚକ୍ରଧର ତ୍ରିପାଠୀ । ପ୍ରଫେସର ତ୍ରିପାଠୀ ଙ୍କୁ ୫ ବର୍ଷ ପାଇଁ କୋରାପୁଟ କେନ୍ଦ୍ରିୟ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତି ଦିଆଯାଇଛି । ପ୍ରଫେସର ତ୍ରିପାଠୀ ବର୍ତମାନ ଶାନ୍ତିନିକେତନ ରେ କାର୍ଯ୍ୟରତ ଅଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published.