Friday , December 9 2022
Breaking News
Home / ବିଶେଷ / ଏସଭି ନିରତାର୍ ରେ ୧୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନାକୁ ଉଦଘାଟନ କରିବେ ନଡ୍ଡା

ଏସଭି ନିରତାର୍ ରେ ୧୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନାକୁ ଉଦଘାଟନ କରିବେ ନଡ୍ଡା

ଭୁବନେଶ୍ୱର,୨୯/୦୯/୨୦୨୨(ଓଡ଼ିଶା ସମାଚାର)- କଟକ ଜିଲ୍ଲା ଓଲଟପୁରସ୍ଥିତ ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଗବେଷଣା ସଂସ୍ଥାନ(ଏସଭି ନିର୍ତାର)ଠାରେ ୧୦୦ ଶଯ୍ୟା ବିଶିଷ୍ଟ ଏକ ଚିକିତ୍ସାଳୟ ଉଦଘାଟିତ ହେବ। ଆସନ୍ତା ୩୦ ତାରିଖ ଦିନ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ଚିକିତ୍ସାଳୟକୁ ଉଦଘାଟିତ କରିବେ। ଏହି ଅବସରରେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡ. ବିରେନ୍ଦ୍ର କୁମାର, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରମୁଖ ଯୋଗଦେବେ ବୋଲି ଜଣାପଡ଼ିଛି।

Leave a Reply

Your email address will not be published.