Saturday , December 3 2022
Breaking News
Home / ବିଶେଷ / ପୂର୍ବତନ ମନ୍ତ୍ରୀ ବିଜୟ ରଞ୍ଜନ ସିଂହ ବରିହା ଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ବିଜୟ ରଞ୍ଜନ ସିଂହ ବରିହା ଙ୍କ ପରଲୋକ

ଭୁବନେଶ୍ୱର, ୦ ୩ /୧୦/୨୦୨୨ (ଓଡ଼ିଶା ସମାଚାର)- ପଦ୍ମପୁର ର ବିଧାୟକ ତଥା ଓଡିଶା ର ପୂର୍ବତନ ଆଦିବାସୀ ଓ ହରିଜନ କଲ୍ୟାଣ ମନ୍ତ୍ରୀ ଶ୍ରୀ ବିଜୟ ରଞ୍ଜନ ସିଂହ ବରିହା ଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା । ସେ ପଶ୍ଚିମ ଓଡ଼ିଶାର ଜଣେ ଟାଣୁଆ ନେତା ତଥା ବିଜୁବାବୁଙ୍କ ସହଯୋଗୀ ଭାବେ ବେଶ୍ ପରିଚିତ ଥିଲେ।

Leave a Reply

Your email address will not be published.