ଖୋର୍ଦ୍ଧା, ୧୩ /୧୦/୨୦୨୨ (ଓଡିଶା ସମାଚାର/ଦୀପକ ପ୍ରଧାନ) : ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ଆହ୍ୱାନ କ୍ରମେ ଆରମ୍ଭ ହୋଇଥିବା ଜନସମ୍ପର୍କ ପଦଯାତ୍ରା ଚାଲିଛି।
ଆଜିର କାର୍ୟ୍ୟକ୍ରମ ରେ ଖୋରଧା ପୌର ପରିଷଦ ଅନ୍ତର୍ଗତ ୧ନଂ ୱାର୍ଡ ରେ ରାଜ୍ୟ ବିଜୁ ମହିଳା ଜନତା ଦଳ ବରିଷ୍ଠ ଉପସଭାପତି ବାସନ୍ତୀ ମହାପାତ୍ର ଓ ଅନ୍ୟମାନେ ଯୋଗ ଦେଇ କାର୍ୟ୍ୟକ୍ରମକୁ ସଫଳ କରିଥିଲେ।