Thursday , June 1 2023
Breaking News
Home / ବିଶେଷ / କ୍ୟାବିନେଟ୍ ବୈଠକ ଆଜି

କ୍ୟାବିନେଟ୍ ବୈଠକ ଆଜି

ଭୁବନେଶ୍ୱର, ୧୫/୧୦/୨୦୨୨ (ଓଡ଼ିଶା ସମାଚାର)- ଆଜି ସନ୍ଧ୍ୟାରେ କ୍ୟାବିନେଟ୍ ବୈଠକ ବସିବ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି କ୍ୟାବିନେଟ୍ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଗ୍ରହଣ କରାଯିବାର ସମ୍ଭାବନା ରହିଛି । ଓଡ଼ିଶା ସମାଚାର

Leave a Reply

Your email address will not be published.