Saturday , June 10 2023
Breaking News
Home / ବିଶେଷ / Breaking News : ସନ୍ଧ୍ୟା ସାଢ଼େ ୬ ଟାରେ ରାଜ୍ୟ ବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ –

Breaking News : ସନ୍ଧ୍ୟା ସାଢ଼େ ୬ ଟାରେ ରାଜ୍ୟ ବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ –

କ୍ୟାବିନେଟ ର କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଘୋଷଣା କରିବେ ମୁଖ୍ୟମନ୍ତ୍ରୀ –

ଭୁବନେଶ୍ୱର, ୧୫/୧୦/୨୦୨୨ (ଓଡ଼ିଶା ସମାଚାର)- ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ସନ୍ଧ୍ୟା ସାଢ଼େ ୬ ଟାରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ । କ୍ୟାବିନେଟ ର କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଘୋଷଣା କରିବେ ମୁଖ୍ୟମନ୍ତ୍ରୀ । ଓଡ଼ିଶା ସମାଚାର

Leave a Reply

Your email address will not be published.