Monday , June 5 2023
Breaking News
Home / ବିଶେଷ / ଓଏଏସ ସ୍ତରରେ ଅଦଳବଦଳ

ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୧/୧୦/୨୦୨୨(ଓଡ଼ିଶା ସମାଚାର)- ରାଜ୍ୟ ସରକାର ଆଜି ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି । ୨୦ ପ୍ରଶାସନିକ ଅଧିକାରୀଙ୍କୁ ବଦଳି କରାଯାଇଥିବା ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବଦଳି ହୋଇଥିବା ଅଫିସରମାନଙ୍କୁ ଯଥାଶିଘ୍ର ରିଲିଭ୍ କରିବା ସହ ତୁରନ୍ତ ନିଜ ନୂତନ ସ୍ଥାନରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave a Reply

Your email address will not be published.