Wednesday , May 31 2023
Home / ବିଶେଷ / ଅକ୍ଟୋବର ୨୫ରେ ସୂର୍ଯ୍ୟପରାଗ ପାଇଁ ସରକାରୀ ଛୁଟି ଘୋଷଣା

ଅକ୍ଟୋବର ୨୫ରେ ସୂର୍ଯ୍ୟପରାଗ ପାଇଁ ସରକାରୀ ଛୁଟି ଘୋଷଣା

ଭୁବନେଶ୍ୱର, ୨୨/୧୦/୨୦୨୨(ଓଡ଼ିଶା ସମାଚାର)-  ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ୨୫ ତାରିଖ ମଙ୍ଗଳବାର ସୂର୍ଯ୍ୟପରାଗ ପାଇଁ ସରକାରୀ ଛୁଟି ଘୋଷଣା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୨୫ ତାରିଖ ମଙ୍ଗଳବାର ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ, ରାଜସ୍ୱ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ।

Leave a Reply

Your email address will not be published.