Monday , June 5 2023
Breaking News
Home / ବିଶେଷ / ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୪ରୁ –

ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୪ରୁ –

ପ୍ରଥମ ଦିନରେ ଆଗତ ହେବ ଅତିରିକ୍ତ ବଜେଟ-
ଭୁବନେଶ୍ୱର, ୦ ୩ /୧୧/୨୦୨୨(ଓଡ଼ିଶା ସମାଚାର)- ଓଡ଼ିଶା ବିଧାନସଭା ଶୀତକାଳୀନ ଅଧିବେଶନ ଚଳିତ ମାସ ୨୪ରୁ ଆରମ୍ଭ ହେବ । ନଭେମ୍ବର ୨୪ରୁ ଆରମ୍ଭ ହୋଇ ଏହା ଡିସେମ୍ବର ୩୧ ତାରିଖ ପର୍ୟ୍ୟନ୍ତ ଚାଲିବ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍ ୩୩ଟି କାର୍ୟ୍ୟ ଦିବସ ରହିବ ବୋଲି ଜଣାପଡିଛି । ଏହି ଅଧିବେଶନର ପ୍ରଥମ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ ଆଗତ କରିବେ ।

Leave a Reply

Your email address will not be published.