Friday , December 9 2022
Breaking News
Home / ନିର୍ବାଚନ / ପଦ୍ମପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ପଦ୍ମପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର, ୧୦/୧୧/୨୦୨୨ (ଓଡ଼ିଶା ସମାଚାର)- ପଦ୍ମପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜି ଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ନଭେମ୍ବର ୧୭ ଯାଏଁ ନାମାଙ୍କନ ପତ୍ର ଦାଖଲ କରାଯିବ । ପଦ୍ମପୁର ଉପଜିଲ୍ଲାପାଲଙ୍କ କାର୍ଯ୍ୟାଳୟ ରେ ନିର୍ବାଚନ ଅଧିକାରୀଙ୍କ ପାଖରେ ନାମାଙ୍କନ ପତ୍ର ଦାଖଲ କରାଯିବ ।

Leave a Reply

Your email address will not be published.