ଭୁବନ ୧୩/୧୧/୨୦୨୨(ଓଡ଼ିଶା ସମାଚାର)- ଭୁବନ ବାଜିରାଉତ ସ୍ମୃତି ମହାବିଦ୍ୟାଳୟ ଠାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଦିନ ୟୁଥ ରେଡକ୍ରସ ଆନୁକୂଲ୍ୟରେ ବିଶାଳ ରକ୍ତଦାନ ଶିବିର ଅନୁଷ୍ଟିତ ହେବ । ଆଗ୍ରହୀ ଯୁବକ , ସ୍ୱେଚ୍ଛାକୃତ ରକ୍ତଦାତା ସକାଳ ୯ ଘଟିକା ଠାରୁ ଅପରାହ୍ନ ୨ ଘଟିକା ମଧ୍ୟରେ ବହୁ ସଂଖ୍ୟାରେ ଯୋଗଦେଇ ରକ୍ତଦାନ ଶିବିର କୁ ସଫଳ କରିବାକୁ ୟୁଥ ରେଡକ୍ରସ ସଂଯୋଜକ ଅଧ୍ୟାପକ ପ୍ରଭାତ କୁମାର ଜେନା ନିବେଦନ କରିଛନ୍ତି ।