Friday , December 9 2022
Breaking News
Home / ବ୍ୟବସାୟ ବାଣିଜ୍ୟ / ବ୍ୟାଙ୍କ ଅଫ୍ ଇଣ୍ଡିଆ ସତର୍କତା ସଚେତନତା ସପ୍ତାହ

ବ୍ୟାଙ୍କ ଅଫ୍ ଇଣ୍ଡିଆ ସତର୍କତା ସଚେତନତା ସପ୍ତାହ

ଭୁବନେଶ୍ୱର,୧୪/୧୧/୨୦୨୨(ଓଡ଼ିଶା ସମାଚାର)-ବ୍ୟାଙ୍କ ଅଫ୍ ଇଣ୍ଡିଆ, ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ସଚେତନତା ସୃଷ୍ଟି ନିମନ୍ତେ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଶପଥ ପାଠ, ମାନବଶୃଙ୍ଖଳ, କର୍ମଚାରୀ ଓ ଗ୍ରାହକମାନଙ୍କ ପାଇଁ କର୍ମଶାଳା ଓ କର୍ମଚାରୀ ଏବଂ ସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ବ୍ୟାଙ୍କର ଆଞ୍ଚଳିକ ପ୍ରବନ୍ଧକ ମଳୟ ଦାସ ଓ ଉପ-ଆଞ୍ଚଳିକ ପ୍ରବନ୍ଧକ ଅଶୋକ କୁମାର ଜେନାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ ଥିଲେ।

Leave a Reply

Your email address will not be published.