Thursday , February 2 2023
Breaking News
Home / ବିଶେଷ / ୧୨ ତାରିଖ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଙ୍କ ଜନଶୁଣାଣି ଶିବିର

୧୨ ତାରିଖ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଙ୍କ ଜନଶୁଣାଣି ଶିବିର

ଭୁବନ ୯/୧୨/୨୦୨୨(ଓଡ଼ିଶା ସମାଚାର)- ଆସନ୍ତା ୧୨ ତାରିଖ ସୋମବାର ଦିବା ୧୦.୩୦ ଘଟିକା ସମୟରେ ଭୁବନ ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହେବ । ଏହି ଶିବିରରେ ଜିଲ୍ଲାପାଳ , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିବେ । ଭୁବନ ଅଂଚଳବାସୀଙ୍କର ଯଦି କୌଣସି ଆପତି,ଅଭିଯୋଗ ଥାଏ , ତେବେ ତାହାର ସମାଧାନ ପାଇଁ ଏହି ଶିବିରରେ ଅଭିଯୋଗ କରିପାରିବେ ବୋଲି ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ରମେଶ ଚନ୍ଦ୍ର ସାହୁ ଚିଠି ନଂ-୭୦୮ ତା୯.୧୨.୨୦୨୨ ରେ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଜଣାଇଛନ୍ତି ।

Leave a Reply

Your email address will not be published.