Tuesday , March 28 2023
Breaking News
Home / ବିଶେଷ / ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ବ

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର, ୩୦/୦୧/୨୦୨୩ (ଓଡ଼ିଶା ସମାଚାର)- ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ମିଳିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରଞ୍ଜନ ପୂଜାରୀଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରଞ୍ଜନ ପୂଜାରୀଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି। ଶ୍ରୀ ପୂଜାରୀ ଏବେ ରାଜ୍ୟ ଅର୍ଥ ଓ ସଂସଦୀୟ ବ୍ୟାପାର ବିଭାଗର କ୍ୟାବିନେଟ୍‌‌ ମନ୍ତ୍ରୀ ଦାୟିତ୍ୱ ତୁଲାଉଛନ୍ତି।

Leave a Reply

Your email address will not be published.